Exodus 16:7 — Compare Translations
5 translations compared side by side
Odia - 1840
"ଆସନ୍ତାକାଲି ପ୍ରଭାତ ରେ ତୁମ୍ଭମାନେେ ପରମେଶ୍ବରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଲ। କିନ୍ତୁ ଆମ୍ଭମାନେେ କିଏ? ପ୍ରକୃତ ରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧ ରେ ଆପତ୍ତି କରୁନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆପତ୍ତି କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?
Odia Bible ERV 2004 (ପବିତ୍ର ବାଇବଲ)
ଆସନ୍ତାକାଲି ପ୍ରଭାତରେ ତୁମ୍ଭେମାନେ ପରମେଶ୍ୱରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେମାନେ କିଏ? ପ୍ରକୃତରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”