Exodus 16:8 — Compare Translations

5 translations compared side by side

Odia - 1840
"ଏବଂ ମାଶାେ କହିଲେ, ତେଣୁ ଆଜି ରାତ୍ର ରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ ଦବେେ। ଏବଂ ପ୍ରଭାତ ରେ ସେ ତୁମ୍ଭମାନଙ୍କୁ ଆବଶ୍ଯକ ପରିମାଣ ରେ ରୋଟୀ ମଧ୍ଯ ଦବେେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତ ରେ ତୁମ୍ଭମାନେେ ଆମ୍ଭମାନଙ୍କ ବିରୁଦ୍ଧ ରେ ଆପତ୍ତି କରୁନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆପତ୍ତି କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମୋଶା କହିଲେ, ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ? ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେତୁମ୍ଭମାନଙ୍କର ବଚସା ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୋଶା କହିଲେ, “ତେଣୁ ଆଜି ରାତ୍ରିରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ କରିବାକୁ ଦେବେ। ଏବଂ ପ୍ରଭାତରେ ସେ ତୁମ୍ଭମାନଙ୍କୁ ଆବଶ୍ୟକ ପରିମାଣରେ ରୋଟୀ ମଧ୍ୟ ଦେବେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତରେ ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”