Exodus 16:9 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ହାରୋଣଙ୍କୁ କହିଲେ, ଇଶ୍ରାୟେଲର ସମସ୍ତ ଲୋକଙ୍କୁ, 'ସଦାପ୍ରଭୁଙ୍କ ସମ୍ମୁଖ ରେ ଏକତ୍ରୀତ ହବୋକୁ କୁହ। ଯେ ହତେୁ ସେ ତୁମ୍ଭମାନଙ୍କର ଅଭିୟୋକ ଶୁଣିଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ହାରୋଣଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ଲୋକଙ୍କୁ, ‘ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ ହେବାକୁ କୁହ। ଯେହେତୁ ସେ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଲେ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।”