Exodus 17:1 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ସମାଜ ଏକତ୍ରୀତ ହାଇେ ସୀନଯ ମରୁଭୂମିରୁ ୟାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମାନେେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସମାନେେ ରଫୀଦୀମ ରେ ଛାଉଣୀ ସ୍ଥପନ କଲେ ଏବଂ ସଠାେରେ ଲୋକମାନଙ୍କ ପାଇଁ ପିଇବା ପାଣି ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସୀନ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
Water From the Rock ଇସ୍ରାଏଲର ସମସ୍ତ ସମାଜ ଏକତ୍ରିତ ହୋଇ ସୀନୟ ମରୁଭୂମିରୁ ଯାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସେମାନେ ରଫୀଦୀମରେ ଛାଉଣି ସ୍ଥପନ କଲେ ଏବଂ ସେଠାରେ ଲୋକମାନଙ୍କ ପାଇଁ ପିଇବା ପାଣି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।