Exodus 17:10 — Compare Translations
5 translations compared side by side
Odia - 1840
"ୟିହୋଶୂଯ ମାଶାଙ୍କେର କଥାମାନି ତା'ପର ଦିନ ଅମାଲକେୀଯମାନଙ୍କ ସହ ୟୁଦ୍ଧ ପାଇଁ ଗଲେ। ସହେି ସମୟରେ ମାଶାେ, ହାରୋଣ ଓ ଦୂର ପର୍ବତ ଉପରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ମୋଶାଙ୍କର କଥାମାନି ତା’ ପରଦିନ ଅମାଲେକୀୟମାନଙ୍କ ସହ ଯୁଦ୍ଧ ପାଇଁ ଗଲେ। ସେହି ସମୟରେ ମୋଶା, ହାରୋଣ ଓ ହୂର ପର୍ବତ ଉପରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।