Exodus 17:11 — Compare Translations

5 translations compared side by side

Odia - 1840
"ଯେତବେେଳେ ମାଶାେ ତାଙ୍କର ହସ୍ତ ଉପରକୁ କଲେ ସେତବେେଳେ ଇଶ୍ରାୟେଲୀୟ ବିଜଯ ହେଲେ ଓ ଯେତବେେଳେ ମାଶାେ ତାଙ୍କର ହାତ ତଳକୁ ରଖିଲେ, ସେତବେେଳେ ଅମାଲକେୀଯମାନେ ପରାସ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ଆପଣା ହସ୍ତ ଊର୍ଦ୍ଧ୍ଵକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୋଶା ତାଙ୍କର ହସ୍ତ ଉପରକୁ କଲେ ସେତେବେଳେ ଇସ୍ରାଏଲୀୟ ବିଜୟ ହେଲେ ଓ ଯେତେବେଳେ ମୋଶା ତାଙ୍କର ହାତ ତଳକୁ ରଖିଲେ, ସେତେବେଳେ ଇସ୍ରାଏଲୀୟମାନେ ପରାସ୍ତ ହେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ଆପଣା ହସ୍ତ ଊର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ଆପଣା ହସ୍ତ ଉର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।