Exodus 17:12 — Compare Translations
5 translations compared side by side
Odia - 1840
"କିଛି ସମୟ ପରେ, ଯେ ହତେୁ ମାଶାଙ୍କେର ହାତ କ୍ଲାନ୍ତ ହାଇଗେଲା ତେଣୁ ସମାନେେ ଏକ ବିରାଟ ପଥର ଖଣ୍ଡ ଆଣି ମାଶାଙ୍କେ ଆଗ ରେ ପକାଇଲେ ସେ ବସିବା ପାଇଁ। ଏହାପରେ ହାରୋଣ ଓ ହୂର ମାଶାଙ୍କେର ହାତକୁ ଉପରକୁ ଟକେି ଧରିଲେ। ହାରୋଣ ଗୋଟିଏ ପାଶର୍ବ ରେ ଓ ହୂର ଅନ୍ୟ ଏକ ପାଶର୍ବ ରେ ରହିଲା। ସମାନେେ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ତାଙ୍କର ହାତକୁ ଏପରି ଉପରକୁ କରି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ତିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ସମୟ ପରେ, ଯେହେତୁ ମୋଶାଙ୍କର ହାତ କ୍ଳାନ୍ତ ହୋଇଗଲା ତେଣୁ ସେମାନେ ଏକ ବିରାଟ ପଥର ଖଣ୍ଡ ଆଣି ମୋଶାଙ୍କ ଆଗରେ ପକାଇଲେ ସେ ବସିବା ପାଇଁ। ଏହା ପରେ ହାରୋଣ ଓ ହୂର ମୋଶାଙ୍କର ହାତକୁ ଉପରକୁ ଟେକି ଧରିଲେ। ହାରୋଣ ଗୋଟିଏ ପାର୍ଶ୍ୱରେ ଓ ହୂର ଅନ୍ୟ ଏକ ପାର୍ଶ୍ୱରେ ରହିଲା। ସେମାନେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହାତକୁ ଏପରି ଉପରକୁ କରି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।