Exodus 17:13 — Compare Translations

5 translations compared side by side

Odia - 1840
"ତେଣୁ ୟିହୋଶୂଯ ଏବଂ ତାଙ୍କର ଲୋକମାନେ ଅମାଲକେୀଯମାନଙ୍କୁ ସହେି ୟୁଦ୍ଧ ରେ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ଼୍‍ଗଧାରରେ ପରାସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟ ଏବଂ ତାଙ୍କର ଲୋକମାନେ ଅମାଲେକୀୟମାନଙ୍କୁ ସେହି ଯୁଦ୍ଧରେ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।