Exodus 17:14 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ୟୁଦ୍ଧର ବିବରଣୀ ଲେଖ। ଏହିକଥା ଏକ ପୁସ୍ତକରେ ଲେଖ। ଯାହାଫଳ ରେ ଲୋକମାନେ ମନରେଖି ପାରିବେ ଏଠା ରେ ଯାହାସବୁ ଘଟିଥିଲା। ଏବଂ ଯିହାଶୂେୟଙ୍କ ପାଖ ରେ ସହେି ପୁସ୍ତକ ପଢ। ମୁଁ ସମ୍ପୂର୍ଣ୍ଣଭାବରେ ଅମାଲକେୀଯମାନଙ୍କୁ ଏହି ପୃଥିବୀରୁ ଧ୍ବଂସ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯୁଦ୍ଧର ବିବରଣୀ ଲେଖ। ଏହିକଥା ଏକ ପୁସ୍ତକରେ ଲେଖ। ଯାହାଫଳରେ ଲୋକମାନେ ମନେରଖି ପାରିବେ ଏଠାରେ ଯାହାସବୁ ଘଟିଥିଲା। ଏବଂ ଯିହୋଶୂୟଙ୍କ ପାଖରେ ସେହି ପୁସ୍ତକ ପଢ଼। ମୁଁ ସମ୍ପୂର୍ଣ୍ଣଭାବରେ ଅମାଲେକୀୟମାନଙ୍କୁ ଏହି ପୃଥିବୀରୁ ଧ୍ୱଂସ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”