Exodus 17:15 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ମାଶାେ ଏହାର ନାମ ଦେଲେ, ୟି ହାବୋ-ନିଃଷି ସଦାପ୍ରଭୁ ମାରେ ଧ୍ବଜା ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବା-ନିଃଷି (ସଦାପ୍ରଭୁ ମୋହର ଧ୍ଵଜା) ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଏକ ଯଜ୍ଞବେଦି ସ୍ଥାପନ କଲେ। ମୋଶା ଏହାର ନାମ ଦେଲେ, ଯିହୋବାଃ-ନିଃଷି “ସଦାପ୍ରଭୁ ମୋର ଧ୍ୱଜା ରଖିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ “ଯିହୋବାଃ-ନିଃଷି ” ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବାଃ-ନିଃଷି ରଖିଲେ।