Exodus 17:16 — Compare Translations
5 translations compared side by side
Odia - 1840
"ମାଶାେ କହିଲେ, ମୁଁ ସଦାପ୍ରଭୁଙ୍କର ସିଂହାସନ ଆଡକୁ ହାତ ଉଠାଇଲି, ତେଣୁ ସଦାପ୍ରଭୁ ଅମାଲକେ ବିରୁଦ୍ଧ ରେ ୟୁଦ୍ଧ କଲେ, ଯେପରି ସେ ସର୍ବଦା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣିସେ ସଦାପ୍ରଭୁଙ୍କ ଧ୍ଵଜାରେ ହସ୍ତ ଦେଇ କହିଲେ, ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା କହିଲେ, “ମୁଁ ସଦାପ୍ରଭୁଙ୍କର ସିଂହାସନ ଆଡ଼କୁ ହାତ ଉଠାଇଲି, ତେଣୁ ସଦାପ୍ରଭୁ ଅମାଲେକ ବିରୁଦ୍ଧରେ ଯୁଦ୍ଧ କଲେ, ଯେପରି ସେ ସର୍ବଦା କରିଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”