Exodus 17:3 — Compare Translations
5 translations compared side by side
Odia - 1840
"କିନ୍ତୁ ଲୋକମାନେ ପାଣି ପାଇଁ ଅତି ତୁଷାର୍ତ୍ତ ଥିଲେ। ତେଣୁ ସମାନେେ ମାଶାଙ୍କେୁ ପାଣି ପାଇଁ ଅଭିଯୋଗ କରିବାରୁ ନିବୃତ୍ତ ହେଲେ ନାହିଁ। ଲୋକମାନେ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ମିଶରରୁ ଆଣିଲ? ତୁମ୍ଭେ କ'ଣ ଏଇଥିପାଇଁ ଆଣିଲ ଯେ, ଆମ୍ଭେ ଆମ୍ଭର ପିଲାମାନେ ଓ ଆମ୍ଭର ପଶୁମାନେ ପାଣିବିନା ଏହିଠା ରେ ମରିବା ପାଇଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରିକହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ କିହେତୁ ଆଣିଲ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୋକମାନେ ପାଣି ପାଇଁ ଅତି ତୃଷାର୍ତ୍ତ ଥିଲେ। ତେଣୁ ସେମାନେ ମୋଶାଙ୍କୁ ପାଣି ପାଇଁ ଅଭିଯୋଗ କରିବାରୁ ନିବୃତ୍ତ ହେଲେ ନାହିଁ। ଲୋକମାନେ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ମିଶରରୁ ଆଣିଲ? ତୁମ୍ଭେ କ’ଣ ଏଇଥିପାଇଁ ଆଣିଲ ଯେ, ଆମ୍ଭେ ଆମ୍ଭର ପିଲାମାନେ ଓ ଆମ୍ଭର ପଶୁମାନେ ପାଣିବିନା ଏହିଠାରେ ମରିବା ପାଇଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”