Exodus 17:4 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଓ କହିଲେ, ମୁଁ ଏହି ଲୋକମାନଙ୍କ ପାଇଁ କ'ଣ କରିବି? ସମାନେେ ମାେତେ ପଥର ମାରି ହତ୍ଯା କରିବାକୁ ପ୍ରସ୍ତୁତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଓ କହିଲେ, “ମୁଁ ଏହି ଲୋକମାନଙ୍କ ପାଇଁ କ’ଣ କରିବି? ସେମାନେ ମୋତେ ପଥର ମାରି ହତ୍ୟା କରିବାକୁ ପ୍ରସ୍ତୁତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”