Exodus 17:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାଶାଙ୍କେୁ କହିଲେ, ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କ ପାଖକୁ ୟାଅ। କେତକେ ଇଶ୍ରାୟେଲୀୟ ପ୍ରାଚୀନବର୍ଗଙ୍କୁ ତୁମ୍ଭ ସହିତ ନିଅ। ତୁମ୍ଭର ଆଶାବାଡି ମଧ୍ଯ ତୁମ୍ଭ ସହିତ ନିଅ। ସହେି ଆଶାବାଡି ନିଅ ଯେଉଁଥି ରେ ତୁମ୍ଭେ ନୀଳନଦୀକୁ ଆଘାତ କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଯଦ୍ଦ୍ଵାରା ନଦୀକି ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି କେତେକ ପ୍ରାଚୀନଙ୍କୁ ସଙ୍ଗ କରି ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯାଅ। କେତେକ ଇସ୍ରାଏଲୀୟ ପ୍ରାଚୀନବର୍ଗଙ୍କୁ ତୁମ୍ଭ ସହିତ ନିଅ। ତୁମ୍ଭର ଆଶାବାଡ଼ି ମଧ୍ୟ ତୁମ୍ଭ ସହିତ ନିଅ। ସେହି ଆଶାବାଡ଼ି ନିଅ ଯେଉଁଥିରେ ତୁମ୍ଭେ ନୀଳନଦୀକୁ ଆଘାତ କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଦ୍ୱାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ ଲୋକମାନଙ୍କ ଆଗେ ଆଗେ ଯାଅ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଵାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ।