Exodus 17:6 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭ ସମ୍ମୁଖ ରେ ହୋ ରେବ୍ ରେ ସହେି ଶୈଳ ଉପରେ ଠିଆ ହବେି। ସହେି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ହୋରେବ୍ରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ସମ୍ମୁଖରେ ହୋରେବରେ ସେହି ଶୈଳ ଉପରେ ଠିଆ ହେବି। ସେହି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରି ପାରିବେ।” ଇସ୍ରାଏଲର ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋଶା ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।