Exodus 17:7 — Compare Translations

5 translations compared side by side

Odia - 1840
"ମାଶାେ ସହେି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସହେି ସ୍ଥାନ ରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ୟୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ହେତୁରୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ହେତୁରୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବା (ପରୀକ୍ଷା ଓ ବିବାଦ) ରଖିଲେ । ଅମାଲେକୀୟମାନଙ୍କ ପରାଜୟ
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସେହି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସେହି ସ୍ଥାନରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ଯୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବାଃ ରଖିଲେ।”