Exodus 17:8 — Compare Translations

5 translations compared side by side

Odia - 1840
"ରଫୀଦୀମ ରେ ଅମାଲକେୀଯମାନେ ଆସିଲେ ଓ ଇଶ୍ରାୟେଲୀୟମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।
Odia Bible ERV 2004 (ପବିତ୍ର ବାଇବଲ)
War With the Amalekites ରଫୀଦୀମରେ ଅମାଲେକୀୟମାନେ ଆସିଲେ ଓ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।