Exodus 17:9 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ଯିହାଶୂେୟଙ୍କୁ କହିଲେ, ଶତୃ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ କେତକେ ଲୋକଙ୍କୁ ବାଛ। ଆସନ୍ତାକାଲି ପର୍ବତ ଉପରେ ଠିଆ ହାଇେ ତାହା ଦେଖିବି। ପରମେଶ୍ବରଙ୍କ ଆଶାବାଡିଟିକୁ ମାେ ସହିତ ନଇୟିବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; କାଲି ମୁଁ ଆପଣା ହସ୍ତରେ ପରମେଶ୍ଵରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଛିଡ଼ା ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଯିହୋଶୂୟଙ୍କୁ କହିଲେ, “ଶତ୍ରୁ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ କେତେକ ଲୋକଙ୍କୁ ବାଛ। ଆସନ୍ତାକାଲି ପର୍ବତ ଉପରେ ଠିଆ ହୋଇ ତାହା ଦେଖିବି। ପରମେଶ୍ୱରଙ୍କ ଆଶାବାଡ଼ିଟିକୁ ମୋ’ ସହିତ ନେଇଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟି ଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”