Exodus 18:1 — Compare Translations
5 translations compared side by side
Odia - 1840
"ମିଦିଯନୀଯମାନଙ୍କର ଯାଜକ ୟିଥ୍ରୋ, ମାଶାଙ୍କେର ଶ୍ବଶୁର ଥିଲେ। ଯିଥ୍ରୋଶୁଣିବାକୁ ପାଇଲେ, ସଦାପ୍ରଭୁ ବିଭିନ୍ନ ପ୍ରକା ରେ ମାଶାେ ଏବଂ ତାଙ୍କର ଇଶ୍ରାୟେଲୀୟ ଲୋକମାନଙ୍କୁ ସାହାୟ୍ଯ କରିଛନ୍ତି। ଏବଂ ଯିଥ୍ରୋଶୁଣିବାକୁ ପାଇଲେ, ସଦାପ୍ରଭୁ ମିଶରରୁ ଇଶ୍ରାୟେଲୀୟମାନଙ୍କୁ ବାହାର କରି ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି, ବିଶେଷରେ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ଵଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ଶ୍ୱଶୁରଙ୍କଠାରୁ ଉପଦେଶ ମିଦିୟନୀୟମାନଙ୍କର ଯାଜକ ଯିଥ୍ରୋ, ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ଶୁଣିବାକୁ ପାଇଲେ, ସଦାପ୍ରଭୁ ବିଭିନ୍ନ ପ୍ରକାରେ ମୋଶା ଏବଂ ତାଙ୍କର ଇସ୍ରାଏଲୀୟ ଲୋକମାନଙ୍କୁ ସାହାଯ୍ୟ କରିଛନ୍ତି। ଏବଂ ଯିଥ୍ରୋ ଶୁଣିବାକୁ ପାଇଲେ, ସଦାପ୍ରଭୁ ମିଶରରୁ ଇସ୍ରାଏଲୀୟମାନଙ୍କୁ ବାହାର କରି ଆଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ।
Odia IRV 2017 (ଓଡିଆ ବାଇବେଲ)