Exodus 18:10 — Compare Translations

5 translations compared side by side

Odia - 1840
"ଯିଥ୍ରୋକହିଲେ, ସଦାପ୍ରଭୁଙ୍କର ପ୍ରଶଂସା କର! ସେ ତୁମ୍ଭମାନଙ୍କୁ ମିଶରର ଶକ୍ତି ନିକଟରୁ ଉଦ୍ଧାର କରିଛନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କୁ ଫାରୋଙ୍କ ନିକଟରୁ ରକ୍ଷା କରିଛନ୍ତି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିଥ୍ରୋ କହିଲେ, ଯେଉଁ ସଦାପ୍ରଭୁ ମିସ୍ରୀୟ-ମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ଯିଥ୍ରୋ କହିଲେ, “ସଦାପ୍ରଭୁଙ୍କର ପ୍ରଶଂସା କର! ସେ ତୁମ୍ଭମାନଙ୍କୁ ମିଶରର ଶକ୍ତି ନିକଟରୁ ଉଦ୍ଧାର କରିଛନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କୁ ଫାରୋଙ୍କ ନିକଟରୁ ରକ୍ଷା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସ୍ରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।