Exodus 18:11 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦବେତାଗଣଙ୍କଠାରୁ ମହାନ୍। ସମାନେେ ଯେଉଁ ବିଷଯ ରେ ସମାନଙ୍କେ ବିରୁଦ୍ଧ ରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ବର କ'ଣ କଲେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି । ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ ।)
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦେବତାଗଣଠାରୁ ମହାନ୍। ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ୱର କ’ଣ କଲେ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”)
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)