Exodus 18:12 — Compare Translations

5 translations compared side by side

Odia - 1840
"ଯିଥ୍ରୋପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କଲେ। ହାରୋଣ, ମାଶାେ ଓ ଇଶ୍ରାୟେଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ବରଙ୍କ ସମ୍ମୁଖ ରେ ମାଶାଙ୍କେ ଶ୍ବଶୁର ସଙ୍ଗେ ଭୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କ ଶ୍ଵଶୁର ଯିଥ୍ରୋ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ଵରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ଵଶୁର ସଙ୍ଗରେ ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଥ୍ରୋ ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କଲେ। ହାରୋଣ, ମୋଶା ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗେ ଭୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।