Exodus 18:13 — Compare Translations
5 translations compared side by side
Odia - 1840
"ତା'ପରଦିନ ମାଶାେ ଲୋକଙ୍କର ବିଚାର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖ ରେ ସନ୍ଧ୍ଯା ପର୍ୟ୍ଯନ୍ତ ଠିଆ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଛିଡ଼ା ହୋଇ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ମୋଶା ଲୋକଙ୍କର ବିଗ୍ଭର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖରେ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ।