Exodus 18:15 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ, ସମାନେେ ପରମେଶ୍ବରଙ୍କର ବିଚାର ବୁଝିବା ପାଇଁ ମାେ ନିକଟକୁ ଆସନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଆପଣା ଶ୍ଵଶୁରଙ୍କୁ କହିଲେ, ଲୋକମାନେ ପରମେଶ୍ଵରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ, “ସେମାନେ ପରମେଶ୍ୱରଙ୍କର ବିଗ୍ଭର ବୁଝିବା ପାଇଁ ମୋ’ ନିକଟକୁ ଆସନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋ’ ପାଖକୁ ଆସନ୍ତି