Exodus 18:16 — Compare Translations
5 translations compared side by side
Odia - 1840
"ସମାନଙ୍କେର କୌଣସି ବିବାଦ ହେଲ, ମାେ ପାଖକୁ ଆସନ୍ତି। ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧିଅରେ ବିଚାର କରେ। ସମାନଙ୍କେୁ ପରମେଶ୍ବରଙ୍କର ବିଧି ଓ ବ୍ଯବସ୍ଥା ସବୁ ଶିକ୍ଷା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେମାନଙ୍କର କୌଣସି ବିବାଦହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି ପରମେଶ୍ଵରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି। ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଗ୍ଭର କରେ। ସେମାନଙ୍କୁ ପରମେଶ୍ୱରଙ୍କର ବିଧି ଓ ବ୍ୟବସ୍ଥା ସବୁ ଶିକ୍ଷା ଦିଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”
Odia IRV 2017 (ଓଡିଆ ବାଇବେଲ)
ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”