Exodus 18:17 — Compare Translations
5 translations compared side by side
Odia - 1840
"କିନ୍ତୁ ମାଶାଙ୍କେ ଶ୍ବଶୁର ତାଙ୍କୁ କହିଲେ, ତୁମ୍ଭର ଏପ୍ରକାର କର୍ମ କରିବା ଠିକ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କର ଶ୍ଵଶୁର କହିଲେ, ତୁମ୍ଭର ଏହି କର୍ମ ଭଲ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋଶାଙ୍କ ଶ୍ୱଶୁର ତାଙ୍କୁ କହିଲେ, “ତୁମ୍ଭର ଏପ୍ରକାର କର୍ମ କରିବା ଠିକ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।