Exodus 18:19 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ମାେ କଥା ଶୁଣ। ମାରେ କେତକେ ଉପଦେଶ ଗ୍ରହଣ କର। ପରମେଶ୍ବର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ବରଙ୍କ ଛାମୁ ରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହାଇେ ସମାନଙ୍କେ କଥା ପରମେଶ୍ବରଙ୍କ ନିକଟରେ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ଵରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ଵରଙ୍କ ନିକଟରେ ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୋ’ କଥା ଶୁଣ। ମୋର କେତେକ ଉପଦେଶ ଗ୍ରହଣ କର। ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୋ’ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।