Exodus 18:20 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମାନଙ୍କେୁ ବିଧି ଓ ବ୍ଯବସ୍ଥାର ଉପଦେଶ ଦିଅ ଓ ସମାନଙ୍କେ ଗନ୍ତବ୍ଯ ପଥ ଓ କର୍ତ୍ତବ୍ଯ କର୍ମ ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କ ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।