Exodus 18:21 — Compare Translations

5 translations compared side by side

Odia - 1840
"ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ଯରୁ କର୍ମକ୍ଷମ, ଅର୍ଥାତ୍"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ଵରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ, ଓ ଅନ୍ୟାୟ-ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍ “ପରମେଶ୍ୱରଙ୍କ ପ୍ରତି ଭୟକାରୀ, ବିଶ୍ୱାସୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର। ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ର ପତି, ଶତପତି, ପଞ୍ଚାଶ‌ତ୍‌ପତି ଓ ଦଶପତି ରୂପେ ନିଯୁକ୍ତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କର।