Exodus 18:22 — Compare Translations
5 translations compared side by side
Odia - 1840
"ସମାନେେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ। ପୁଣି ଜଟିଳ ବିଷଯ ରେ ତୁମ୍ଭ ନିକଟକୁ ଆସିବେ। ମାତ୍ର କ୍ଷୁଦ୍ର କଥାସବୁ ସମାନେେ ଆପେ ବିଚାର କରିବେ। ତାହା ହେଲ, ତୁମ୍ଭ ନିଜ କର୍ମରୁ ଉଶ୍ବାସ ହବେ। ପୁଣି ସମାନେେ ତୁମ୍ଭ ସହିତ ଭାର ବହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ଵାସ ହେବ, ପୁଣି ସେମାନେ ତୁମ୍ଭ ସହିତ ଭାର ବହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସର୍ବଦା ଲୋକମାନଙ୍କର ବିଗ୍ଭର କରନ୍ତୁ। ପୁଣି ଜଟିଳ ବିଷୟରେ ତୁମ୍ଭ ନିକଟକୁ ଆସିବେ। ମାତ୍ର କ୍ଷୁଦ୍ର ବିଷୟସବୁ ସେମାନେ ଆପେ ବିଗ୍ଭର କରିବେ। ତାହାହେଲେ, ତୁମ୍ଭ ନିଜ କର୍ମରୁ ଉଶ୍ୱାସ ହେବ। ପୁଣି ସେମାନେ ତୁମ୍ଭ ସହିତ ଭାର ବହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥା ସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।