Exodus 18:23 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯଦି ଏପରି କରିବ, ପୁଣି ସଦାପ୍ରଭୁ ଏପରି କରିବା ପାଇଁ ଆଜ୍ଞା ଦବେେ, ତବେେ ତୁମ୍ଭେ ସହି ପାରିବ। ଆଉ ଏହି ସବୁ ଲୋକମାନେ କୁଶଳ ରେ ସ୍ବସ୍ଥାନକୁ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେବେ ଏପରି କରିବ, ପୁଣି ପରମେଶ୍ଵର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହିପାରିବ, ଆଉ ଏହି ସବୁ ଲୋକମାନେ କୁଶଳରେ ସ୍ଵସ୍ଥାନକୁ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ଏପରି କରିବ, ପୁଣି ସଦାପ୍ରଭୁ ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହି ପାରିବ। ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରି ପାରିବ? ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱ ସ୍ଥାନକୁ ଯିବେ।”
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରିପାରିବ? ଆଉ ଏହି ସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”