Exodus 18:24 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ଆପଣା ଶ୍ବଶୁରଙ୍କ କଥା ରେ ମନୋୟୋଗ କରି ତାଙ୍କର ବାକ୍ଯାନୁସା ରେ ସବୁ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଆପଣା ଶ୍ଵଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।