Exodus 18:25 — Compare Translations

5 translations compared side by side

Odia - 1840
"ପୁଣି ମାଶାେ ସମଗ୍ର ଇଶ୍ରାୟେଲ ମଧ୍ଯରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ ଅର୍ଥାତ୍ ସହସ୍ର ପତି, ଶତପତି, ପଞ୍ଚାଶତ୍ପତି ଓ ଦଶପତି ରୂପେ ନିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ ଅର୍ଥାତ୍ ସହସ୍ରପତି, ଶତପତି, ପଞ୍ଚାଶ‌ତ୍‌ପତି ଓ ଦଶପତି ରୂପେ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।