Exodus 18:26 — Compare Translations
5 translations compared side by side
Odia - 1840
"ତହୁଁ ସମାନେେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ ଓ କଠିନ ବିଚାରସବୁ ମାଶାଙ୍କେ ନିକଟକୁ ଆଣିଲେ। ମାତ୍ର କ୍ଷୁଦ୍ର କଥାସବୁ ନିଜେ ନିଜେ ବିଚାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥା- ସବୁ ଆପେ ଆପେ ବିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଗ୍ଭର କଲେ ଓ କଠିନ ବିଗ୍ଭରସବୁ ମୋଶାଙ୍କ ନିକଟକୁ ଆଣିଲେ। ମାତ୍ର କ୍ଷୁଦ୍ର ବିଷୟସବୁ ନିଜେ ନିଜେ ବିଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।