Exodus 18:27 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ତାଙ୍କ ଶ୍ବଶୁରଙ୍କୁ ବିଦାଯ ଦେଲେ ଏବଂ ଯିଥ୍ରୋସ୍ବଦେଶକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଆପଣା ଶ୍ଵଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ଵଦେଶକୁ ପ୍ରସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ତାଙ୍କ ଶ୍ୱଶୁରଙ୍କୁ ବିଦାୟ ଦେଲେ ଏବଂ ଯିଥ୍ରୋ ସ୍ୱଦେଶକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।