Exodus 18:3 — Compare Translations

5 translations compared side by side

Odia - 1840
"ଯିଥ୍ରୋମଧ୍ଯ ମାଶାଙ୍କେର ଦୁଇପୁତ୍ରଙ୍କୁ ସାଙ୍ଗ ରେ ନଇେଥିଲେ। ତାଙ୍କର ପ୍ରଥମ ପୁତ୍ରର ନାମ ଥିଲା ଗେର୍ଶୋମ। ତାଙ୍କର ଏପରି ନାମକରଣ କରାୟାଇଥିଲା କାରଣ ମାଶାେ କହିଲେ, ମୁଁ ବିଦେଶ ରେ ପ୍ରବାସୀ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ୍(ଏହି ସ୍ଥାନରେ ପ୍ରବାସୀ), କାରଣ ସେ କହିଥିଲେ, ମୁଁ ପରଦେଶରେ ପ୍ରବାସୀ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ଯିଥ୍ରୋ ମଧ୍ୟ ମୋଶାଙ୍କର ଦୁଇପୁତ୍ରଙ୍କୁ ସାଙ୍ଗରେ ନେଇଥିଲେ। ତାଙ୍କର ପ୍ରଥମ ପୁତ୍ରର ନାମ ଥିଲା ଗେର୍ଶୋମ। ତାଙ୍କର ଏପରି ନାମକରଣ କରାଯାଇଥିଲା କାରଣ ମୋଶା କହିଲେ, “ମୁଁ ବିଦେଶରେ ପ୍ରବାସୀ ହେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ, କାରଣ ସେ କହିଥିଲେ, “ମୁଁ ପରଦେଶରେ ପ୍ରବାସୀ ହେଲି।”
Odia IRV 2017 (ଓଡିଆ ବାଇବେଲ)
ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ, କାରଣ ସେ କହିଥିଲେ, “ମୁଁ ପରଦେଶରେ ପ୍ରବାସୀ ହେଲି।”