Exodus 18:5 — Compare Translations
5 translations compared side by side
Odia - 1840
"ତେଣୁ ଯିଥ୍ରୋ ମାଶାଙ୍କେ ନିକଟକୁ, ମାଶାଙ୍କେର ଦୁଇପୁତ୍ର ଓ ସ୍ତ୍ରୀ ସହିତ ଗଲେ। ସହେି ସମୟରେ ମାଶାେ ପରମେଶ୍ବରଙ୍କର ପର୍ବତ ନିକଟରେ ଛାଉଣୀ ପକାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କର ଶ୍ଵଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍, ପରମେଶ୍ଵରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିଥ୍ରୋ ମୋଶାଙ୍କ ନିକଟକୁ, ମୋଶାଙ୍କର ଦୁଇପୁତ୍ର ଓ ସ୍ତ୍ରୀ ସହିତ ଗଲେ। ସେହି ସମୟରେ ମୋଶା ପରମେଶ୍ୱରଙ୍କର ପର୍ବତ ନିକଟରେ ଛାଉଣି ପକାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।