Exodus 18:6 — Compare Translations

5 translations compared side by side

Odia - 1840
"ଯିଥ୍ରୋ ମାଶାଙ୍କେ ନିକଟକୁ ଏକ ବାର୍ତ୍ତା ପଠାଇଲେ ଯିଥ୍ରୋକହିଲେ, ମୁଁ ତୁମ୍ଭର ଶ୍ବଶୁର ଯିଥ୍ରୋଏବଂ ତୁମ୍ଭର ସ୍ତ୍ରୀ ଓ ତୁମ୍ଭର ଦୁଇପୁତ୍ର ସହିତ ତୁମ୍ଭ ନିକଟକୁ ଆସିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ମୋଶାଙ୍କୁ ଜଣାଇଲେ, ତୁମ୍ଭର ଶ୍ଵଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଥ୍ରୋ ମୋଶାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ ଯିଥ୍ରୋ କହିଲେ, “ମୁଁ ତୁମ୍ଭର ଶ୍ୱଶୁର ଯିଥ୍ରୋ ଏବଂ ତୁମ୍ଭର ସ୍ତ୍ରୀ ଓ ତୁମ୍ଭର ଦୁଇପୁତ୍ର ସହିତ ତୁମ୍ଭ ନିକଟକୁ ଆସିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”