Exodus 18:7 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ତାଙ୍କ ଶ୍ବଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମାଶାେ ତାଙ୍କ ଶ୍ବଶୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦଲେ। ଏବଂ ସମାନେେ ପରମେଶ୍ବରଙ୍କର ଉତ୍ତମ ଖବର ବୁଝିଲେ। ଏହାପରେ ସମାନେେ ମାଶାଙ୍କେ ତମ୍ବୁକୁ ଗଲେ ଓ ସଠାେରେ କଥା ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋଶା ଆପଣା ଶ୍ଵଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ଵନ କଲେ; ପୁଣି ପରସ୍ପର ମଙ୍ଗଳବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ଵୁରେ ପ୍ରବେଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ତାଙ୍କ ଶ୍ୱଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମୋଶା ତାଙ୍କ ଶ୍ୱଶୁରଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦେଲେ। ଏବଂ ସେମାନେ ପରମେଶ୍ୱରଙ୍କର ଉତ୍ତମ ଖବର ବୁଝିଲେ। ଏହା ପରେ ସେମାନେ ମୋଶାଙ୍କ ତମ୍ବୁକୁ ଗଲେ ଓ ସେଠାରେ କଥା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।