Exodus 18:9 — Compare Translations
5 translations compared side by side
Odia - 1840
"ଯିଥ୍ରୋବହୁତ ଖୁସି ହେଲେ, ଯେତବେେଳେ ଜାଣିଲେ ସଦାପ୍ରଭୁ ଇଶ୍ରାୟେଲବାସୀମାନଙ୍କ ପାଇଁ ବହୁତ ଭଲ କର୍ମମାନ କରିଛନ୍ତି। ଏବଂ ସେ ବହୁତ ଖୁସି ହେଲେ ଯେ ସଦାପ୍ରଭୁ ମିଶରଠାରୁ ଇଶ୍ରାୟେଲକୁ ମୁକ୍ତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଥ୍ରୋ ବହୁତ ଖୁସୀହେଲେ, ଯେତେବେଳେ ଜାଣିଲେ ସଦାପ୍ରଭୁ ଇସ୍ରାଏଲବାସୀମାନଙ୍କ ପାଇଁ ଉତ୍ତମ କର୍ମମାନ କରିଛନ୍ତି ଏବଂ ସେ ବହୁତ ଖୁସୀହେଲେ ଯେ ସଦାପ୍ରଭୁ ମିଶରଠାରୁ ଇସ୍ରାଏଲକୁ ମୁକ୍ତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।