Exodus 19:1 — Compare Translations

5 translations compared side by side

Odia - 1840
"ମିଶର ଦେଶରୁ ଇଶ୍ରାୟେଲୀୟମାନେ ବାହରି ତୃତୀୟ ମାସର ପ୍ରଥମ ଦିନ ରେ ଆସି ସୀନଯ ମରୁଭୂମିରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ସହିତ ପରମେଶ୍ୱରଙ୍କ ଚୁକ୍ତି ମିଶର ଦେଶରୁ ଇସ୍ରାଏଲୀୟମାନେ ବାହାରି ତୃତୀୟ ମାସର ପ୍ରଥମ ଦିନରେ ଆସି ସୀନୟ ମରୁଭୂମିରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।