Exodus 19:10 — Compare Translations

5 translations compared side by side

Odia - 1840
"ଏବଂ ସଦାପ୍ରଭୁ ମାଶାଙ୍କେୁ କହିଲେ, ଆଜି ଏବଂ ଆସନ୍ତା କାଲି ତୁମ୍ଭେ ଏକ ବିଶଷେ ସଭାର ଆଯୋଜନ କର। ଲୋକମାନେ ସମସ୍ତେ ତାଙ୍କର ବସ୍ତ୍ର ଧୌତ କରି ପିନ୍ଧିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆଜି ଏବଂ ଆସନ୍ତା କାଲି ତୁମ୍ଭେ ଏକ ବିଶେଷ ସଭାର ଆୟୋଜନ କର। ଲୋକମାନେ ସମସ୍ତେ ତାଙ୍କର ବସ୍ତ୍ର ଧୌତ କରି ପିନ୍ଧିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ