Exodus 19:11 — Compare Translations
5 translations compared side by side
Odia - 1840
"ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହାଇେ ରହିବେ କାରଣ ଏହି ଦିନ ଆମ୍ଭେ ସୀନଯ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମାେତେ ଦେଖି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହୋଇ ରହିବେ କାରଣ ଏହି ଦିନ ଆମ୍ଭେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମୋତେ ଦେଖି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।