Exodus 19:14 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଗଲେ, ସମସ୍ତ ଲୋକେ ସମାନଙ୍କେର ବସ୍ତ୍ର ଧୌତ କରି ନିଜକୁ ପବିତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଗଲେ, ସମସ୍ତ ଲୋକେ ସେମାନଙ୍କର ବସ୍ତ୍ର ଧୌତ କରି ନିଜକୁ ପବିତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ସବୁ ଧୌତ କଲେ।