Exodus 19:15 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ଲୋକମାନଙ୍କୁ କହିଲେ, ତୃତୀୟ ଦିନ ରେ ପ୍ରସ୍ତୁତ ହୁଅ। ତୁମ୍ଭମାନେେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶ ରେ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ଆପଣା ଆପଣା ଭାର୍ଯ୍ୟା ନିକଟକୁ ଯାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଲୋକମାନଙ୍କୁ କହିଲେ, “ତୃତୀୟ ଦିନରେ ପ୍ରସ୍ତୁତ ହୁଅ। ତୁମ୍ଭେମାନେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶରେ ଆସିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”