Exodus 19:16 — Compare Translations
5 translations compared side by side
Odia - 1840
"ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳିଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ଵରରେ ତୂରୀଧ୍ଵନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ଵିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ଦିନ ପ୍ରଭାତରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡ଼ଘଡ଼ି, ବିଜୁଳି ଏବଂ ଏକ ଗମ୍ଭୀର ତୂରୀ ଧ୍ୱନି ଶୁଣାଗଲା। ଛାଉଣିର ଲୋକମାନେ ଭୟଭୀତ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।