Exodus 19:17 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ଲୋକମାନଙ୍କୁ ଛାଉଣୀରୁ ବାହାର କରି ପରମେଶ୍ବରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଛିଡ଼ା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ପରମେଶ୍ୱରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।