Exodus 19:18 — Compare Translations

5 translations compared side by side

Odia - 1840
"ସୀନଯ ପର୍ବତ ଧୂଆଁ ରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୁଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନ ରେ ପର୍ବତ ରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି ସମୁଦାୟ ପର୍ବତ ଅତିଶୟ କମ୍ପିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୀନୟ ପର୍ବତ ଧୂଆଁରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୂଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହାରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନରେ ପର୍ବତରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।