Exodus 19:2 — Compare Translations
5 translations compared side by side
Odia - 1840
"ସମାନେେ ରଫୀଦୀମଠାରୁ ୟାଇ ସୀନଯ ମରୁଭୂମିରେ ପହଁଞ୍ଚିଲେ ଓ ସମାନେେ ପର୍ବତ ନିକଟସ୍ଥ ମରୁଭୂମିରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ରଫୀଦୀମଠାରୁଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ରଫୀଦୀମଠାରୁ ଯାଇ ସୀନୟ ମରୁଭୂମିରେ ପହଞ୍ଚିଲେ ଓ ସେମାନେ ପର୍ବତ ନିକଟସ୍ଥ ମରୁଭୂମିରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।