Exodus 19:20 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମାଶାଙ୍କେୁ ପର୍ବତ ଉପରକୁ ଡାକିଲେ। ତେଣୁ ମାଶାେ ପର୍ବତ ଉପରକୁ ଚଢି଼ଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।